ଗୀତସଂହିତା 44:16 - ପବିତ୍ର ବାଇବଲ16 ଲୋକମାନେ ଯାହା କହୁଛନ୍ତି ସେଥିପାଇଁ ମୁଁ ଲଜ୍ଜିତ, ଏହିସବୁ ଯେଉଁ ଲୋକମାନେ କହୁଛନ୍ତି ଏ ମୋର ଶତ୍ରୁ। See the chapterପବିତ୍ର ବାଇବଲ (Re-edited) - (BSI)16 ଦିନଯାକ ମୋʼ ଅପମାନ ମୋʼ ସମ୍ମୁଖରେ ଥାଏ ଓ ମୋʼ ମୁଖର ଲଜ୍ଜା ମୋତେ ଢାଙ୍କିଅଛି। See the chapterଓଡିଆ ବାଇବେଲ16 ସାରାଦିନ ମୋ’ ଅପମାନ ମୋ’ ସମ୍ମୁଖରେ ଥାଏ ଓ ମୋ’ ମୁଖର ଲଜ୍ଜା ମୋତେ ଢାଙ୍କିଅଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସାରାଦିନ ମୋʼ ଅପମାନ ମୋʼ ସମ୍ମୁଖରେ ଥାଏ ଓ ମୋʼ ମୁଖର ଲଜ୍ଜା ମୋତେ ଢାଙ୍କିଅଛି। See the chapter |