ଗୀତସଂହିତା 44:17 - ପବିତ୍ର ବାଇବଲ17 ହେ ପରମେଶ୍ୱର, ଆମ୍ଭେ ତୁମ୍ଭକୁ ଭୁଲି ଯାଇ ନାହୁଁ। ତଥାପି ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏସବୁ ଘଟାଇଛ। ଯେତେବେଳେ ତୁମ୍ଭର ନିୟମକୁ ସ୍ୱୀକୃତି ପ୍ରଦାନ କରିଥିଲୁ ତୁମ୍ଭ ସହିତ ଆମ୍ଭେମାନେ ମିଥ୍ୟା କହି ନାହୁଁ। See the chapterପବିତ୍ର ବାଇବଲ (Re-edited) - (BSI)17 ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରିନାହୁଁ। See the chapterଓଡିଆ ବାଇବେଲ17 ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରି ନାହୁଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରି ନାହୁଁ। See the chapter |