ଗୀତସଂହିତା 44:18 - ପବିତ୍ର ବାଇବଲ18 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ନିକଟରୁ ଦୂରେଇ ଯାଇ ନାହୁଁ। ଆମ୍ଭେମାନେ ତୁମ୍ଭକୁ ଅନୁସରଣ କରିବାରେ ପଛେଇ ନାହୁଁ। See the chapterପବିତ୍ର ବାଇବଲ (Re-edited) - (BSI)18 ତୁମ୍ଭେ ଆମ୍ଭମାନଙ୍କୁ ଶୃଗାଳମାନଙ୍କ ସ୍ଥାନରେ ଚୂର୍ଣ୍ଣ ଓ ମୃତ୍ୟୁଛାୟାରେ ଆଚ୍ଛନ୍ନ କରିଅଛ ବୋଲି See the chapterଓଡିଆ ବାଇବେଲ18 ତୁମ୍ଭେ ଆମ୍ଭମାନଙ୍କୁ ଶୃଗାଳମାନଙ୍କ ସ୍ଥାନରେ ଚୂର୍ଣ୍ଣ ଓ ମୃତ୍ୟୁୁଛାୟାରେ ଆଚ୍ଛନ୍ନ କରିଅଛ ବୋଲି See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତୁମ୍ଭେ ଆମ୍ଭମାନଙ୍କୁ ଶୃଗାଳମାନଙ୍କ ସ୍ଥାନରେ ଚୂର୍ଣ୍ଣ ଓ ମୃତ୍ୟୁୁଚ୍ଛାୟାରେ ଆଚ୍ଛନ୍ନ କରିଅଛ ବୋଲି See the chapter |