ଗୀତସଂହିତା 45:16 - ପବିତ୍ର ବାଇବଲ16 ସେମାନଙ୍କର ପୂର୍ବପୁରୁଷଗଣଙ୍କ ପରି ତୁମ୍ଭର ପୁତ୍ରଗଣ ରାଜା ହେବେ। ସାରା ଦେଶରେ ତୁମ୍ଭେ ସେମାନଙ୍କୁ ଶାସନ କରିବ। See the chapterପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ। See the chapterଓଡିଆ ବାଇବେଲ16 ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ। See the chapter |