Online Bible

- Advertisements -




ଗୀତସଂହିତା 45:17 - ପବିତ୍ର ବାଇବଲ

17 ତୁମ୍ଭେ ପୁରୁଷାନୁକ୍ରମେ ବିଖ୍ୟାତ ହେବ। ଲୋକମାନେ ଅନନ୍ତକାଳାବଧି ତୁମ୍ଭକୁ ପ୍ରଶଂସା କରିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ମୁଁ ସକଳ ପୁରୁଷପରମ୍ପରାରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ଧନ୍ୟବାଦ କରିବେ।

See the chapter Copy

ଓଡିଆ ବାଇବେଲ

17 ମୁଁ ସକଳ ପିଢ଼ିରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ପ୍ରଶଂସା କରିବେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମୁଁ ସକଳ ପିଢ଼ିରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ପ୍ରଶଂସା କରିବେ।

See the chapter Copy




ଗୀତସଂହିତା 45:17

Follow us:

Advertisements


Advertisements