Online Bible

- Advertisements -




ଗୀତସଂହିତା 45:9 - ପବିତ୍ର ବାଇବଲ

9 ତୁମ୍ଭ ବିବାହରେ ଯୋଗ ଦେଇଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି। ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଓ ପୋଷାକ ପିନ୍ଧି ଛିଡ଼ା ହୋଇଛନ୍ତି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀ-ମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି।

See the chapter Copy

ଓଡିଆ ବାଇବେଲ

9 ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି।

See the chapter Copy




ଗୀତସଂହିତା 45:9

Follow us:

Advertisements


Advertisements