ଗୀତସଂହିତା 46:3 - ପବିତ୍ର ବାଇବଲ3 ଯେତେବେଳେ ସମୁଦ୍ର ଅଶାନ୍ତ ଓ ଅନ୍ଧକାର ହୋଇଯାଏ ଏବଂ ପର୍ବତଗୁଡ଼ିକ ଥରିଉଠେ, ତଥାପି ଆମ୍ଭେ ଭୟଭୀତ ହେବା ନାହିଁ। ସେଲା See the chapterପବିତ୍ର ବାଇବଲ (Re-edited) - (BSI)3 ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ। [ସେଲା See the chapterଓଡିଆ ବାଇବେଲ3 ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ। [ସେଲା] See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଲାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ। [ସେଲା] See the chapter |