ଗୀତସଂହିତା 47:1 - ପବିତ୍ର ବାଇବଲ1 ହେ ସର୍ବଗୋଷ୍ଠୀୟମାନେ ଆନନ୍ଦରେ କରତାଳି ଦିଅ। ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। See the chapterପବିତ୍ର ବାଇବଲ (Re-edited) - (BSI)1 ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ଵରରେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଜୟଧ୍ଵନି କର। See the chapterଓଡିଆ ବାଇବେଲ1 ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। See the chapter |