ଗୀତସଂହିତା 48:11 - ପବିତ୍ର ବାଇବଲ11 ହେ ପରମେଶ୍ୱର, ତୁମ୍ଭର ପବିତ୍ର ସିୟୋନ ପର୍ବତ ଅତି ଆନନ୍ଦିତ। ଯିହୁଦାର ସହର ସବୁ ଉଲ୍ଲସିତ। କେବଳ ତୁମ୍ଭର ଉତ୍ତମ ଶାସନ ବିଧି ପାଇଁ ଏହା ସମ୍ଭବ ହୋଇଛି। See the chapterପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ। See the chapterଓଡିଆ ବାଇବେଲ11 ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ। See the chapter |