ଗୀତସଂହିତା 48:12 - ପବିତ୍ର ବାଇବଲ12 ସିୟୋନ ପର୍ବତର ଚତୁର୍ଦ୍ଦିଗରେ ଭ୍ରମଣ କର। ସେହି ନଗରୀକୁ ଗ୍ଭହଁ ଓ ତାହାର ଗମ୍ବୁଜ ସବୁକୁ ଗଣ। See the chapterପବିତ୍ର ବାଇବଲ (Re-edited) - (BSI)12 ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର। See the chapterଓଡିଆ ବାଇବେଲ12 ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର। See the chapter |