ଗୀତସଂହିତା 48:13 - ପବିତ୍ର ବାଇବଲ13 ବିରାଟ ଉଚ୍ଚ ପ୍ରାଚୀରସବୁ ଦେଖ। ସିୟୋନ ପ୍ରାସାଦକୁ ନୀରିକ୍ଷଣ କର, ଯାହା ଫଳରେ ତୁମ୍ଭେ ଆପଣା ପରବର୍ତ୍ତୀ ବଂଶଧରମାନଙ୍କୁ ଏକଥା କହିପାରିବ। See the chapterପବିତ୍ର ବାଇବଲ (Re-edited) - (BSI)13 ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର। See the chapterଓଡିଆ ବାଇବେଲ13 ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର। See the chapter |