ଗୀତସଂହିତା 48:3 - ପବିତ୍ର ବାଇବଲ3 ଯେଉଁ ଲୋକମାନେ ସେହିସବୁ ପ୍ରାସାଦମାନଙ୍କରେ ବାସ କରନ୍ତି ସେମାନେ ଜାଣନ୍ତି ଯେ, ତାଙ୍କର ସମସ୍ତ ପ୍ରାସାଦର ଆଶ୍ରୟସ୍ଥଳର ନିରାପଦ ଆଶ୍ରୟସ୍ଥଳ ପରମେଶ୍ୱର ଅଟନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)3 ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ଵର ଆଶ୍ରୟ ସ୍ଵରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି। See the chapterଓଡିଆ ବାଇବେଲ3 ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି। See the chapter |