ଗୀତସଂହିତା 48:4 - ପବିତ୍ର ବାଇବଲ4 ଗୋଟିଏ ସମୟରେ ଅନେକ ରାଜା ଏକତ୍ରିତ ହୋଇ ଏହି ନଗରୀକୁ ଆକ୍ରମଣ କରିବାକୁ ଯୋଜନା କଲେ। ସେମାନେ ସେହି ନଗର ଆଡ଼କୁ ଗମନ କଲେ। See the chapterପବିତ୍ର ବାଇବଲ (Re-edited) - (BSI)4 କାରଣ, ଦେଖ, ରାଜଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ। See the chapterଓଡିଆ ବାଇବେଲ4 କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକ ସଙ୍ଗେ ଗମନ କଲେ। See the chapter |