ଗୀତସଂହିତା 49:20 - ପବିତ୍ର ବାଇବଲ20 ଲୋକମାନେ ବିତ୍ତଶାଳୀ ହୋଇପାରନ୍ତି, ତଥାପି ସେମାନେ ବୁଝିପାରନ୍ତି ନାହିଁ ଯେ, ସେମାନେ ମଧ୍ୟ ପଶୁଭଳି ମୃତ୍ୟୁବରଣ କରିବେ। See the chapterପବିତ୍ର ବାଇବଲ (Re-edited) - (BSI)20 ଯେଉଁ ମନୁଷ୍ୟ ଐଶ୍ଵର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ। See the chapterଓଡିଆ ବାଇବେଲ20 ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ। See the chapter |