Online Bible

- Advertisements -




ଗୀତସଂହିତା 5:10 - ପବିତ୍ର ବାଇବଲ

10 ହେ ପରମେଶ୍ୱର, ସେମାନଙ୍କୁ ଶାସ୍ତି ଦିଅ। ସେମାନେ ବାନ୍ଧିଥିବା ଫାଶରେ ସେମାନଙ୍କୁ ପକାଇ ଦିଅ। ସେମାନେ ତୁମ୍ଭର ବିରୁଦ୍ଧାଚରଣ କରିଛନ୍ତି, ତେଣୁ ସେମାନଙ୍କର ଅନେକ ଅପରାଧ ପାଇଁ ସେମାନଙ୍କୁ ଶାସ୍ତି ବିଧାନ କର।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

10 ହେ ପରମେଶ୍ଵର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ଵାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି।

See the chapter Copy

ଓଡିଆ ବାଇବେଲ

10 ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି।

See the chapter Copy




ଗୀତସଂହିତା 5:10

Follow us:

Advertisements


Advertisements