ଗୀତସଂହିତା 5:3 - ପବିତ୍ର ବାଇବଲ3 ପ୍ରତିଦିନ ସକାଳେ ହେ ସଦାପ୍ରଭୁ, ମୋର ରବ ଶୁଣ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ଆପଣା ପ୍ରାର୍ଥନା ସଜାଏ ଏବଂ ପ୍ରତିଦିନ ସକାଳେ ତୁମ୍ଭେ ମୋର ପ୍ରାର୍ଥନା ଶୁଣ। See the chapterପବିତ୍ର ବାଇବଲ (Re-edited) - (BSI)3 ହେ ସଦାପ୍ରଭୋ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ଉଦ୍ଦେଶ୍ୟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି। See the chapterଓଡିଆ ବାଇବେଲ3 ହେ ସଦାପ୍ରଭୁ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହେ ସଦାପ୍ରଭୋ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି। See the chapter |