ଗୀତସଂହିତା 5:7 - ପବିତ୍ର ବାଇବଲ7 କିନ୍ତୁ ସଦାପ୍ରଭୁ ତୁମ୍ଭର ଅସୀମ କରୁଣା ଯୋଗୁଁ, ମୁଁ ନିଶ୍ଚୟ ତୁମ୍ଭ ପବିତ୍ର ମନ୍ଦିରରେ ପହଞ୍ଚିବି। ମୁଁ ନତମସ୍ତକରେ ତୁମ୍ଭର ସେହି ପବିତ୍ର ମନ୍ଦିରରେ ତୁମ୍ଭକୁ ଭୟ ଭକ୍ତି ଓ ସମ୍ମାନର ସହିତ ଉପାସନା କରିବି। See the chapterପବିତ୍ର ବାଇବଲ (Re-edited) - (BSI)7 ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି। See the chapterଓଡିଆ ବାଇବେଲ7 ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି। See the chapter |