ଗୀତସଂହିତା 5:8 - ପବିତ୍ର ବାଇବଲ8 ହେ ସଦାପ୍ରଭୁ, ମୋତେ ତୁମ୍ଭର ଧର୍ମ ପଥରେ ପ୍ରଦର୍ଶନ କର। ଲୋକମାନେ ମୋର ଦୁର୍ବଳତାକୁ ଗ୍ଭହିଁ ବସିଛନ୍ତି। ତେଣୁ ମୋତେ ଉଚିତ୍ ମାର୍ଗ ପ୍ରଦର୍ଶନ କରି ଧର୍ମ ପଥରେ କଢ଼ାଇ ନିଅ, ଓ ମୋର ପଥକୁ ସରଳ କର। See the chapterପବିତ୍ର ବାଇବଲ (Re-edited) - (BSI)8 ହେ ସଦାପ୍ରଭୋ, ମୋʼ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋʼ ସମ୍ମୁଖରେ ତୁମ୍ଭର ପଥ ସରଳ କର। See the chapterଓଡିଆ ବାଇବେଲ8 ହେ ସଦାପ୍ରଭୁ, ମୋ’ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋ’ ସମ୍ମୁଖରେ ତୁମ୍ଭର ପଥ ସରଳ କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହେ ସଦାପ୍ରଭୋ, ମୋʼ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋʼ ସମ୍ମୁଖରେ ତୁମ୍ଭର ପଥ ସରଳ କର। See the chapter |