ଗୀତସଂହିତା 50:22 - ପବିତ୍ର ବାଇବଲ22 ହେ ଲୋକମାନେ, ତୁମ୍ଭେ ପରମେଶ୍ୱରଙ୍କୁ ଭୁଲି ଯାଇଛ। ତେଣୁ ତୁମ୍ଭେମାନେ ଭଲଭାବେ ବୁଝିବା ଉଚିତ୍ ଯେ, ମୁଁ ତୁମ୍ଭକୁ ଖଣ୍ଡ ଖଣ୍ଡ କରି ଚିରିଦେବି। ଯଦି ତାହା ଘଟେ ତେବେ ତୁମ୍ଭକୁ କୌଣସି ବ୍ୟକ୍ତି ଉଦ୍ଧାର କରି ପାରିବେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)22 ହେ ପରମେଶ୍ଵରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି ଉଦ୍ଧାର କରିବାକୁ କେହି ନ ଥିବ। See the chapterଓଡିଆ ବାଇବେଲ22 ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 “ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ। See the chapter |