ଗୀତସଂହିତା 50:5 - ପବିତ୍ର ବାଇବଲ5 ପରମେଶ୍ୱର କହନ୍ତି, “ମୋର ଅନୁସରଣକାରୀଗଣ, ମୋ’ ଚତୁର୍ପାର୍ଶ୍ୱରେ ଏକତ୍ରିତ ହୁଅ। ମୋର ଉପାସକଗଣ, ଯେଉଁମାନେ ମୋ’ ସହିତ ଚୁକ୍ତି କଲ, ତୁମ୍ଭେମାନେ ଆସ।” See the chapterପବିତ୍ର ବାଇବଲ (Re-edited) - (BSI)5 ଯେଉଁମାନେ ବଳିଦାନ ଦ୍ଵାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର। See the chapterଓଡିଆ ବାଇବେଲ5 “ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 “ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।” See the chapter |