ଗୀତସଂହିତା 50:8 - ପବିତ୍ର ବାଇବଲ8 ମୁଁ ତୁମ୍ଭର ବଳିଦାନ ବିଷୟରେ ଅଭିଯୋଗ କରୁ ନାହିଁ, ତୁମ୍ଭେ ଇସ୍ରାଏଲର ଅଧିବାସୀଗଣ ପ୍ରତିଦିନ ମୋ’ ପାଇଁ ହୋମବଳି ଆଣୁଅଛ, ତୁମ୍ଭେ ତାହାକୁ ମୋତେ ପ୍ରତିଦିନ ଅର୍ପଣ କରୁଅଛ। See the chapterପବିତ୍ର ବାଇବଲ (Re-edited) - (BSI)8 ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି। See the chapterଓଡିଆ ବାଇବେଲ8 ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି। See the chapter |