ଗୀତସଂହିତା 51:5 - ପବିତ୍ର ବାଇବଲ5 ମୁଁ ପାପପୂର୍ଣ୍ଣ ପୃଥିବୀରେ ଜନ୍ମ ହେଲି ଓ ପାପରୁ ହିଁ ମୋର ମା’ ମୋତେ ଗର୍ଭରେ ଧାରଣ କଲା। See the chapterପବିତ୍ର ବାଇବଲ (Re-edited) - (BSI)5 ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା। See the chapterଓଡିଆ ବାଇବେଲ5 ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋ’ ମାତା ମୋତେ ଗର୍ଭରେ ଧାରଣ କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା। See the chapter |