Online Bible

- Advertisements -




ଗୀତସଂହିତା 51:7 - ପବିତ୍ର ବାଇବଲ

7 ଔଷଧିୟ ବୃକ୍ଷର ପ୍ରୟୋଗ କରି ମୋତେ ବିଧି ସହକାରେ ଶୁଦ୍ଧ କର। ମୁଁ ବରଫରୁ ଅଧିକ ଶୁକ୍ଳ ହେବା ପର୍ଯ୍ୟନ୍ତ ମୋତେ ପ୍ରକ୍ଷାଳନ କର।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

7 ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।

See the chapter Copy

ଓଡିଆ ବାଇବେଲ

7 ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।

See the chapter Copy




ଗୀତସଂହିତା 51:7

Follow us:

Advertisements


Advertisements