Online Bible

- Advertisements -




ଗୀତସଂହିତା 52:8 - ପବିତ୍ର ବାଇବଲ

8 କିନ୍ତୁ ମୁଁ ପରମେଶ୍ୱରଙ୍କ ମନ୍ଦିରରେ ବଢ଼ୁଥିବା ଏକ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ପ୍ରେମରେ ବିଶ୍ୱାସ କରେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ମୁଁ ପରମେଶ୍ଵରଙ୍କ ଗୃହରେ ସତେଜ ଜୀତ ବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ଵରଙ୍କ ଦୟାରେ ବିଶ୍ଵାସ କଲି।

See the chapter Copy

ଓଡିଆ ବାଇବେଲ

8 ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତ ବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି।

See the chapter Copy




ଗୀତସଂହିତା 52:8

Follow us:

Advertisements


Advertisements