ଗୀତସଂହିତା 54:6 - ପବିତ୍ର ବାଇବଲ6 ମୁଁ ସ୍ୱଇଚ୍ଛାରେ ନୈବେଦ୍ୟ ନେଇ ତୁମ୍ଭ ଉଦ୍ଦେଶ୍ୟରେ ଦେବି। ସଦାପ୍ରଭୁ, ମୁଁ ତୁମ୍ଭର ନାମର ଗୁଣଗାନ କରିବି, କାରଣ ତୁମ୍ଭେ ଉତ୍ତମ ଅଟ। See the chapterପବିତ୍ର ବାଇବଲ (Re-edited) - (BSI)6 ମୁଁ ସ୍ଵେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୋ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ। See the chapterଓଡିଆ ବାଇବେଲ6 ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୁ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୋ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ। See the chapter |