ଗୀତସଂହିତା 55:15 - ପବିତ୍ର ବାଇବଲ15 ମୁଁ ଇଚ୍ଛା କରେ ଯେ, ମୃତ୍ୟୁ ମୋର ଶତ୍ରୁଗଣଙ୍କୁ ହଠାତ୍ ଆକ୍ରମଣ କରୁ, ମୁଁ ଇଚ୍ଛାକରେ ପୃଥିବୀ ଖୋଲି ହୋଇଯାଉ ଓ ସେମାନଙ୍କୁ ଜିଅନ୍ତା ଗ୍ରାସ କରି ଗମନ କରନ୍ତୁ। କାରଣ ସେମାନଙ୍କର ବାସସ୍ଥାନରେ ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି। See the chapterପବିତ୍ର ବାଇବଲ (Re-edited) - (BSI)15 ମୃତ୍ୟୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି। See the chapterଓଡିଆ ବାଇବେଲ15 ମୃତ୍ୟୁୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମୃତ୍ୟୁୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସ ସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି। See the chapter |