Online Bible

- Advertisements -




ଗୀତସଂହିତା 55:17 - ପବିତ୍ର ବାଇବଲ

17 ମୁଁ ସନ୍ଧ୍ୟା, ସକାଳେ ଓ ମଧ୍ୟାହ୍ନରେ ପରମେଶ୍ୱରଙ୍କୁ କଥା କୁହେ। ମୁଁ ତାଙ୍କୁ କୁହେ, ମୋତେ କ’ଣ ବ୍ୟସ୍ତ କରୁଅଛି ଏବଂ ସେ ମୋର କଥା ଶୁଣନ୍ତି!

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ସନ୍ଧ୍ୟା ଓ ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ଭାବନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ।

See the chapter Copy

ଓଡିଆ ବାଇବେଲ

17 ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋ’ ରବ ଶୁଣିବେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ।

See the chapter Copy




ଗୀତସଂହିତା 55:17

Follow us:

Advertisements


Advertisements