Online Bible

- Advertisements -




ଗୀତସଂହିତା 55:3 - ପବିତ୍ର ବାଇବଲ

3 ମୋର ଶତ୍ରୁମାନେ ମୋତେ ଭୟଭୀତ କଲେ। ସେହି ଦୁଷ୍ଟ ଲୋକମାନେ ମୋ’ ଉପରେ ପାଟି କଲେ। ମୋର ଶତ୍ରୁମାନେ ମୋ’ ଉପରେ ବିରକ୍ତି ହୋଇ ଆକ୍ରମଣ କଲେ। ସେମାନେ ମୋ’ ଉପରେ ବିଭିନ୍ନ ବିପଦ ଆଣିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

3 କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ନିଗ୍ରହ କରନ୍ତି।

See the chapter Copy

ଓଡିଆ ବାଇବେଲ

3 କାରଣ ସେମାନେ ମୋ’ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ଘୃଣା କରନ୍ତି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ଘୃଣା କରନ୍ତି।

See the chapter Copy




ଗୀତସଂହିତା 55:3

Follow us:

Advertisements


Advertisements