ଗୀତସଂହିତା 56:1 - ପବିତ୍ର ବାଇବଲ1 ହେ ପରମେଶ୍ୱର, ମୋତେ ଦୟା କର। ଲୋକମାନେ ମୋତେ ଆକ୍ରମଣ କରିବାକୁ ଉଦ୍ୟମ କଲେ। ସେମାନେ ନିରନ୍ତର ଭାବରେ ମୋତେ ଅନୁଧାବନ କରୁଛନ୍ତି ଓ ଯୁଦ୍ଧ କରି ଆସୁଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)1 ହେ ପରମେଶ୍ଵର, ମୋତେ ଦୟା କର; କାରଣ ମନୁଷ୍ୟ ମୋତେ ଗ୍ରାସ କରିବାକୁ ଉଦ୍ୟତ; See the chapterଓଡିଆ ବାଇବେଲ1 ହେ ପରମେଶ୍ୱର, ମୋତେ ଦୟା କର; କାରଣ ମୋହର ଶତ୍ରୁ ମୋତେ ଗ୍ରାସ କରିବାକୁ ଉଦ୍ୟତ; ସେ ସାରାଦିନ ଯୁଦ୍ଧ କରି ମୋ’ ପ୍ରତି ଉପଦ୍ରବ କରଇ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ପରମେଶ୍ୱର, ମୋତେ ଦୟା କର; କାରଣ ମୋହର ଶତ୍ରୁ ମୋତେ ଗ୍ରାସ କରିବାକୁ ଉଦ୍ୟତ; ସେ ସାରାଦିନ ଯୁଦ୍ଧ କରି ମୋʼ ପ୍ରତି ଉପଦ୍ରବ କରଇ। See the chapter |