ଗୀତସଂହିତା 56:10 - ପବିତ୍ର ବାଇବଲ10 ମୁଁ ପରମେଶ୍ୱରଙ୍କ ବାକ୍ୟର ପ୍ରଶଂସା କରିବି। ସଦାପ୍ରଭୁ ମୋତେ କରିଥିବା ପ୍ରତିଜ୍ଞା ପାଇଁ ମୁଁ ତାଙ୍କର ପ୍ରଶଂସା କରିବି। See the chapterପବିତ୍ର ବାଇବଲ (Re-edited) - (BSI)10 ପରମେଶ୍ଵରଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି। ସଦାପ୍ରଭୁଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି। See the chapterଓଡିଆ ବାଇବେଲ10 ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି। ସଦାପ୍ରଭୁଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି। ସଦାପ୍ରଭୁଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି। See the chapter |