Online Bible

- Advertisements -




ଗୀତସଂହିତା 56:2 - ପବିତ୍ର ବାଇବଲ

2 ମୋର ଶତ୍ରୁମାନେ ନିରନ୍ତର ଭାବରେ ମୋତେ ଆକ୍ରମଣ କରିବାକୁ ଉଦ୍ୟମ, ସେହି ଯୋଦ୍ଧାମାନଙ୍କର ସଂଖ୍ୟା ବହୁତ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 ମୋହର ଶତ୍ରୁଗଣ ଦିନଯାକ ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋʼ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ।

See the chapter Copy

ଓଡିଆ ବାଇବେଲ

2 ମୋହର ଶତ୍ରୁଗଣ ଦିନସାରା ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋ’ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୋହର ଶତ୍ରୁଗଣ ଦିନସାରା ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋʼ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ।

See the chapter Copy




ଗୀତସଂହିତା 56:2

Follow us:

Advertisements


Advertisements