Online Bible

- Advertisements -




ଗୀତସଂହିତା 56:5 - ପବିତ୍ର ବାଇବଲ

5 ମୋର ଶତ୍ରୁମାନେ ମୋର କଥାକୁ ରୂପ ବଦଳାଇ ବିପରୀତ ଅର୍ଥ କରୁଛନ୍ତି। ସେମାନେ ମୋତେ ସର୍ବଦା କୁମନ୍ତ୍ରଣାରେ ଅନିଷ୍ଟ କରୁଛନ୍ତି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

5 ସେମାନେ ଦିନଯାକ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋʼ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ।

See the chapter Copy

ଓଡିଆ ବାଇବେଲ

5 ସେମାନେ ସାରାଦିନ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋ’ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେମାନେ ସାରାଦିନ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋʼ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ।

See the chapter Copy




ଗୀତସଂହିତା 56:5

Follow us:

Advertisements


Advertisements