ଗୀତସଂହିତା 56:6 - ପବିତ୍ର ବାଇବଲ6 ସେମାନେ ମୋତେ ହତ୍ୟା କରିବାର ଆଶା ନେଇ ଲୁଚି ରହନ୍ତି ଓ ମୋର ପ୍ରତ୍ୟେକ ଗତିବିଧି ଲକ୍ଷ୍ୟ କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)6 ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି। See the chapterଓଡିଆ ବାଇବେଲ6 ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋ’ ପ୍ରାଣର ଅପେକ୍ଷା କରିଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି। See the chapter |