ଗୀତସଂହିତା 56:8 - ପବିତ୍ର ବାଇବଲ8 ତୁମ୍ଭେ ନିଶ୍ଚୟ ମୋର ଦୁଃଖର ହିସାବ ରଖିଥିବ। ତୁମ୍ଭେ ନିଶ୍ଚିତଭାବରେ ଜାଣିଥିବ ଯେ, ମୁଁ କେତେ କ୍ରନ୍ଦନ କଲି। ନିଶ୍ଚିତରେ ତୁମ୍ଭେ ମୋର ସମସ୍ତ ଅଶ୍ରୁଜଳରେ ହିସାବ ରଖିଛ। See the chapterପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ନେତ୍ରଜଳ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ? See the chapterଓଡିଆ ବାଇବେଲ8 ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କ’ଣ ତୁମ୍ଭ ପୁସ୍ତକରେ ନାହିଁ ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ? See the chapter |