Online Bible

- Advertisements -




ଗୀତସଂହିତା 57:11 - ପବିତ୍ର ବାଇବଲ

11 ପରମେଶ୍ୱର, ସ୍ୱର୍ଗ ଉପରେ ଉଠ। ତୁମ୍ଭର ମହିମା ସାରାପୃଥିବୀକୁ ଆଚ୍ଛାଦନ କରୁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

11 ହେ ପରମେଶ୍ଵର, ତୁମ୍ଭେ ସ୍ଵର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ତଳ ଉପରେ ତୁମ୍ଭର ମହିମା ହେଉ।

See the chapter Copy

ଓଡିଆ ବାଇବେଲ

11 ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।

See the chapter Copy




ଗୀତସଂହିତା 57:11

Follow us:

Advertisements


Advertisements