ଗୀତସଂହିତା 58:10 - ପବିତ୍ର ବାଇବଲ10 ଜଣେ ଧାର୍ମିକ ଲୋକ ଯେତେବେଳେ ସେହି ଦୁଷ୍ଟ ଲୋକମାନଙ୍କୁ ଦଣ୍ଡିତ ହେବାର ଦେଖେ, ସେ ଆନନ୍ଦିତ ହେବ। See the chapterପବିତ୍ର ବାଇବଲ (Re-edited) - (BSI)10 ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ। See the chapterଓଡିଆ ବାଇବେଲ10 ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ। See the chapter |