ଗୀତସଂହିତା 58:11 - ପବିତ୍ର ବାଇବଲ11 ଯେତେବେଳେ ଏପରି ଘଟେ, ଲୋକମାନେ କହିବେ, “ଏଣୁ ଯେଉଁ ଲୋକମାନେ ଯାହା ଧାର୍ମିକ ତାହା କରନ୍ତି, ସତରେ ପୁରସ୍କୃତ ଅଟନ୍ତି। ସତରେ ପରମେଶ୍ୱର ଅଛନ୍ତି, ଯିଏ ପୃଥିବୀ ଉପରେ ବିଗ୍ଭର କରନ୍ତି।” See the chapterପବିତ୍ର ବାଇବଲ (Re-edited) - (BSI)11 ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ଵର ଅଛନ୍ତି। See the chapterଓଡିଆ ବାଇବେଲ11 ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି। See the chapter |