ଗୀତସଂହିତା 58:4 - ପବିତ୍ର ବାଇବଲ4 ସେମାନଙ୍କର କ୍ରୋଧ ସର୍ପର ବିଷତୁଲ୍ୟ ବିପଦପୂର୍ଣ୍ଣ। ଆଉ ନାଗସାପ ପରି ଯିଏ ଶୁଣିପାରିବ ନାହିଁ, ସେମାନେ ସତ କଥା ଶୁଣିବାକୁ ବାରଣ କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)4 ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ; See the chapterଓଡିଆ ବାଇବେଲ4 ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ; See the chapter |