ଗୀତସଂହିତା 58:6 - ପବିତ୍ର ବାଇବଲ6 ହେ ପରମେଶ୍ୱର, ସେହି ଲୋକମାନେ ସିଂହ ପରି। ତେଣୁ ହେ ପରମେଶ୍ୱର, ସେମାନଙ୍କର ଦାନ୍ତସବୁ ଭାଙ୍ଗି ଦିଅ। See the chapterପବିତ୍ର ବାଇବଲ (Re-edited) - (BSI)6 ହେ ପରମେଶ୍ଵର, ସେମାନଙ୍କ ମୁଖରେ ସେମାନଙ୍କ ଦ; ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା-ସିଂହମାନଙ୍କର କଳଦ; ଭାଙ୍ଗି ପକାଅ। See the chapterଓଡିଆ ବାଇବେଲ6 ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୁ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ। See the chapter |