ଗୀତସଂହିତା 58:9 - ପବିତ୍ର ବାଇବଲ9 ଜ୍ୱଳନ୍ତା କଣ୍ଟା ହାଣ୍ଡିକୁ ଗଲାପରି ସେମାନେ ଶୀଘ୍ର ଧ୍ୱଂସ ହୁଅନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭମାନଙ୍କ ହାଣ୍ତି କଣ୍ଟକ ସ୍ପର୍ଶ ନ କରୁଣୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ। See the chapterଓଡିଆ ବାଇବେଲ9 ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ। See the chapter |