ଗୀତସଂହିତା 6:1 - ପବିତ୍ର ବାଇବଲ1 ହେ ସଦାପ୍ରଭୁ, ତୁମ୍ଭେ କ୍ରୋଧିତ ହୋଇ ମୋତେ ଦଣ୍ଡିତ କର ନାହିଁ। ତୁମ୍ଭେ ବିରକ୍ତ ହୋଇ ମୋତେ ଦଣ୍ଡ ଦିଅ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)1 ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ତ ବିରକ୍ତିରେ ମୋତେ ଶାସନ କର ନାହିଁ। See the chapterଓଡିଆ ବାଇବେଲ1 ହେ ସଦାପ୍ରଭୁ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ। See the chapter |