ଗୀତସଂହିତା 6:8 - ପବିତ୍ର ବାଇବଲ8 ହେ ଅଧର୍ମୀ ଲୋକସବୁ, ମୋ’ ନିକଟରୁ ଦୂର ହୋଇଯାଅ। କାରଣ ସଦାପ୍ରଭୁ ମୋର କ୍ରନ୍ଦନ ଶୁଣିଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)8 ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି। See the chapterଓଡିଆ ବାଇବେଲ8 ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋ’ ରୋଦନର ରବ ଶୁଣିଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି। See the chapter |