ଗୀତସଂହିତା 8:1 - ପବିତ୍ର ବାଇବଲ1 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଓ ପ୍ରଶଂସାଯୁକ୍ତ। ତୁମ୍ଭର ନାମ ସ୍ୱର୍ଗରେ ମଧ୍ୟ ପ୍ରଶଂସା ଯୋଗ୍ୟ ଅଟେ। See the chapterପବିତ୍ର ବାଇବଲ (Re-edited) - (BSI)1 ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ ! See the chapterଓଡିଆ ବାଇବେଲ1 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ। See the chapter |