ଗୀତସଂହିତା 8:6 - ପବିତ୍ର ବାଇବଲ6 ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସେହି ଲୋକମାନଙ୍କୁ ଅଧିଷ୍ଠିତ କରିଛ। ତୁମ୍ଭେ ସବୁ ସେହିମାନଙ୍କ ନିୟନ୍ତ୍ରଣରେ ଛାଡ଼ି ଦେଇଛ। See the chapterପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ଵ ଦେଉଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ; See the chapterଓଡିଆ ବାଇବେଲ6 ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ; See the chapter |