Online Bible

- Advertisements -




ଗୀତସଂହିତା 9:15 - ପବିତ୍ର ବାଇବଲ

15 ଅନ୍ୟ ରାଜ୍ୟର ସେହି ଲୋକମାନେ ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଗାଡ଼ ଖୋଳନ୍ତି ଓ ଯନ୍ତା ବସାନ୍ତି। କିନ୍ତୁ ସେମାନେ ନିଜେ ବସାଇ ଥିବା ଯନ୍ତାରେ ପଡ଼ନ୍ତି। ସେହି ଲୋକମାନେ ଅନ୍ୟକୁ ଧରିବା ପାଇଁ ଫାଶ ବସାଇ ଥା’ନ୍ତି, କିନ୍ତୁ ଶେଷରେ ସେମାନେ ନିଜେ ସେହି ଜାଲରେ ଧରାପଡ଼ନ୍ତି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

15 ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।

See the chapter Copy

ଓଡିଆ ବାଇବେଲ

15 ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।

See the chapter Copy




ଗୀତସଂହିତା 9:15

Follow us:

Advertisements


Advertisements