ଗୀତସଂହିତା 9:16 - ପବିତ୍ର ବାଇବଲ16 ସଦାପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି, ଏହା ଦ୍ୱାରା ଲୋକମାନେ ଶିକ୍ଷା କରନ୍ତି ଯେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି। ହିଗାୟୋନ୍ ସେଲା See the chapterପବିତ୍ର ବାଇବଲ (Re-edited) - (BSI)16 ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍। ସେଲା। See the chapterଓଡିଆ ବାଇବେଲ16 ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍, ସେଲା ] See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍, ସେଲା] See the chapter |