ଗୀତସଂହିତା 9:17 - ପବିତ୍ର ବାଇବଲ17 ଯେଉଁମାନେ ପରମେଶ୍ୱରଙ୍କୁ ଭୁଲି ଯାଆନ୍ତି ସେମାନେ ମନ୍ଦ ଲୋକ ଅଟନ୍ତି। ସେମାନେ ମୃତ୍ୟୁ ସ୍ଥାନକୁ ଯିବେ। See the chapterପବିତ୍ର ବାଇବଲ (Re-edited) - (BSI)17 ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ଵରଙ୍କୁ ପାସୋରନ୍ତି, ସେସମସ୍ତେ ପାତାଳକୁ ଚାଲିଯିବେ। See the chapterଓଡିଆ ବାଇବେଲ17 ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ। See the chapter |