Online Bible

- Advertisements -




ଗୀତସଂହିତା 9:19 - ପବିତ୍ର ବାଇବଲ

19 ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ। ସେହି ଜାତିମାନଙ୍କୁ ନ୍ୟାୟ ପ୍ରଦାନ କର। ଲୋକମାନଙ୍କୁ ଭାବିବାକୁ ସୁଯୋଗ ଦିଅ ନାହିଁ ଯେ, ସେମାନେ ଶକ୍ତିଶାଳୀ ଅଟନ୍ତି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

19 ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ।

See the chapter Copy

ଓଡିଆ ବାଇବେଲ

19 ହେ ସଦାପ୍ରଭୁ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ।

See the chapter Copy




ଗୀତସଂହିତା 9:19

Follow us:

Advertisements


Advertisements