ଗୀତସଂହିତା 9:5 - ପବିତ୍ର ବାଇବଲ5 ତୁମ୍ଭେ ସେହି ଅନ୍ୟ ଲୋକମାନଙ୍କୁ ସମାଲୋଚନା କରିଛ। ହେ ସଦାପ୍ରଭୁ, ତୁମ୍ଭେ ସେହି ଦୁଷ୍ଟ ଲୋକଙ୍କୁ ମଧ୍ୟ ଧ୍ୱଂସ କରିଛ। ତୁମ୍ଭେ ସେହି ମାନଙ୍କର ନାମ ସବୁଦିନ ପାଇଁ ନିଶ୍ଚିହ୍ନ କରିଦେଇଛ। ଆଜି ସେହିମାନଙ୍କ ମଧ୍ୟରୁ କେହି ଜୀବିତ ନାହାନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ। See the chapterଓଡିଆ ବାଇବେଲ5 ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ। See the chapter |