ପ୍ରକାଶିତ 14:4 - ପବିତ୍ର ବାଇବଲ4 ଏହି 144,000 ଜଣ ଲୋକମାନେ ସ୍ତ୍ରୀମାନଙ୍କ ସହିତ କୌଣସି ବ୍ୟଭିଗ୍ଭରପାପ କରି ନାହାନ୍ତି। ସେମାନେ ନିଜକୁ କୁମାରୀକନ୍ୟା ତୁଲ୍ୟ ପବିତ୍ର କରି ରଖିଛନ୍ତି। ମେଷଶାବକ ଯେଉଁ ଯେଉଁ ସ୍ଥାନକୁ ଯାଆନ୍ତି, ସେମାନେ ତାହାଙ୍କର ଅନୁସରଣ କରନ୍ତି। ଏହି 144,000 ଜଣ ମନୁଷ୍ୟଜାତି ମଧ୍ୟରୁ ମୁକ୍ତି ପାଇଛନ୍ତି। ସେମାନେ ପରମେଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଫଳ ସ୍ୱରୂପେ ଉତ୍ସର୍ଗୀକୃତ ହୋଇଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)4 ସେମାନେ ସ୍ତ୍ରୀସଂସର୍ଗରେ ଆପଣା ଆପଣାକୁ କଳୁଷିତ କରି ନ ଥିଲେ, କାରଣ ସେମାନେ ଶୁଚି। ମେଷଶାବକ ଯେକୌଣସି ସ୍ଥାନକୁ ଗମନ। କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି। ସେମାନେ ଈଶ୍ଵର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳସ୍ଵରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି; See the chapterଓଡିଆ ବାଇବେଲ4 ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି । ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି । ସେମାନେ ଈଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି; See the chapterପବିତ୍ର ବାଇବଲ (CL) NT (BSI)4 ସେମାନେ ସ୍ତ୍ରୀ ସଂସର୍ଗ ଦ୍ୱାରା ନିଜକୁ କେବେ କଳୁଷିତ କରି ନ ଥିଲେ - ସେମାନେ ଥିଲେ ଚିରକୁମାର। ସେମାନେ ସର୍ବଦା ମେଷଶାବକଙ୍କର ଅନୁଗମନ କରୁଥିଲେ। ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ପ୍ରଥମେ ପରିତ୍ରାଣ ପାଇ ଈଶ୍ୱର ଓ ମେଷଶାବକଙ୍କ ନିକଟରେ ଉତ୍ସର୍ଗିତ ହୋଇ ଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି କରି ରଖିଥିଲେ। ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି। ସେମାନେ ଈଶ୍ବର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି; See the chapter |